ବିକାଶ ଆବାସିକ ବିଦ୍ୟାଳୟ ସି ବି ଏସ ସି ଛାତ୍ର ଛାତ୍ରୀଙ୍କ କୃତିତ୍ୱ

ଭବାନୀପାଟଣା : ଭବାନୀପାଟଣା ସ୍ଥିତ ବିକାଶ ଅବାଶିକ ବିଦ୍ୟାଳୟର ଶତ ପ୍ରତିଶତ ବିଦ୍ୟାର୍ଥୀ କୃତ କାର୍ଯ୍ୟ ହୋଇଛନ୍ତି । ବିଦ୍ୟାଳୟର ଛାତ୍ର ଅଭିଷେକ ଅଗ୍ରୱାଲ ସର୍ବାଧିକ ୯୭ % ରଖି ପ୍ରଥମ ସ୍ଥାନ, ଜଗଦାନନ୍ଦ ଦୂର୍ଗା ୯୫ % ଦ୍ଵିତୀୟ ସ୍ଥାନ ଓ ଆଇଶ। ସିଙ୍ଘଲ ୯୪.୪ % ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ମୋଟ୍ ୧୫୭ ଜଣ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିବା ବେଳେ ୯୦% ରୁ ଉର୍ଦ୍ଧ ୯ ଜଣ, ୮୫-୮୯.୯% ୧୮ଜଣ, ୮୦-୮୪.୯% … Continue reading ବିକାଶ ଆବାସିକ ବିଦ୍ୟାଳୟ ସି ବି ଏସ ସି ଛାତ୍ର ଛାତ୍ରୀଙ୍କ କୃତିତ୍ୱ