33.1 C
Bhubaneswar
Saturday, October 5, 2024
Homeଓଡିଶାଧାମନଗର ଉପନିର୍ବାଚନ: ଦ୍ବିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

ଧାମନଗର ଉପନିର୍ବାଚନ: ଦ୍ବିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

ଭଦ୍ରକ : ଧାମନଗରରେ ଚାଲିଛି ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା । ପ୍ରଥମ ରାଉଣ୍ଡ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଥିବା ବେଳେ ଦ୍ବିତୀୟ ରାଉଣ୍ଡରେ ମଧ୍ୟ ଆଗରେ ରହିଛନ୍ତି । ଦ୍ବିତୀୟ ରାଉଣ୍ଡ ଭୋଟ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୮୭୩୭ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୭୩୫୮ ଭୋଟ ପାଇଛନ୍ତି । ସେହିଭଳି କଂଗ୍ରେସ ପ୍ରାର୍ଥୀ ୧୬୨ ଏବଂ ଅନ୍ୟାନ୍ୟ ୫୯୭ ଭୋଟ ପାଇଛନ୍ତି । ଭୋଟ ୧୪ଟି ଟେବୁଲରେ ଚାଲିଛି ଭୋଟ ଗଣତି ।

ଆଜି ଧାମନଗର ରାୟ: ଇଭିଏମ୍ ଭୋଟ୍‌ଗଣନା ପାଇଁ ୧୪ ଟେବୁଲ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking