30.1 C
Bhubaneswar
Saturday, July 6, 2024
Homeଓଡିଶାଧାମନଗର ଫଳାଫଳ: ୧୬ତମ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

ଧାମନଗର ଫଳାଫଳ: ୧୬ତମ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

ଭଦ୍ରକ : ଆଗେଇ ଚାଲିଛନ୍ତି ସୂର୍ଯ୍ୟବଂଶୀ ସୂରଜ । ଚାଲିଛି ଭାଗ୍ୟ ପରୀକ୍ଷା । ଧାମନଗର ଉପନିର୍ବାଚନରେ ଫଳାଫଳ ଘୋଷଣା ଜାରି ରହିଛି । ମୋଟ ୧୬ଟି ରାଉଣ୍ଡ ଗଣତି ଶେଷ ହୋଇଛି । ପ୍ରଥମରୁ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି । ୧୬ତମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୭୯୭୨ ଭୋଟରେ ଆଗୁଆ ଅଛନ୍ତି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମୋଟ ୭୦୧୪୬ ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ପାଇଛନ୍ତି ୬୨,୯୭୪। ସେହିଭଳି କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ୩,୦୧୯ ଏବଂ ସ୍ବାଧୀନ ପ୍ରାର୍ଥୀ ରାଜୁ ଦାସ ୭୫୭୭ଭୋଟ ପାଇଛନ୍ତି ।

ଧାମନଗର ଫଳାଫଳ: ବିଜୟପଥେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking