30.1 C
Bhubaneswar
Saturday, July 6, 2024
Homeଓଡିଶାଧାମନଗର ଫଳାଫଳ: ୧୮ତମ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

ଧାମନଗର ଫଳାଫଳ: ୧୮ତମ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

ଭଦ୍ରକ : ଆଗେଇ ଚାଲିଛନ୍ତି ସୂର୍ଯ୍ୟବଂଶୀ ସୂରଜ । ଚାଲିଛି ଭାଗ୍ୟ ପରୀକ୍ଷା । ଧାମନଗର ଉପନିର୍ବାଚନରେ ଫଳାଫଳ ଘୋଷଣା ଜାରି ରହିଛି । ମୋଟ ୧୮ଟି ରାଉଣ୍ଡ ଗଣତି ଶେଷ ହୋଇଛି । ପ୍ରଥମରୁ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି । ୧୮ତମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୯୭୪୨ଭୋଟରେ ଆଗୁଆ ଅଛନ୍ତି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମୋଟ ୭୯୮୪୯ ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ପାଇଛନ୍ତି ୭୦୧୦୭। ସେହିଭଳି କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ୩୪୮୭ ଏବଂ ସ୍ବାଧୀନ ପ୍ରାର୍ଥୀ ରାଜୁ ଦାସ ୮୦୯୪ ଭୋଟ ପାଇଛନ୍ତି ।

ଧାମନଗର ଫଳାଫଳ: ୧୭ତମ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking