27.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗଏ ବର୍ଷ ହେବ ନାହିଁ ବିଶ୍ୱ ପ୍ରସିଦ୍ଧ ବରଗଡ ଧନୁଯାତ୍ରା

ଏ ବର୍ଷ ହେବ ନାହିଁ ବିଶ୍ୱ ପ୍ରସିଦ୍ଧ ବରଗଡ ଧନୁଯାତ୍ରା

ଗରଗଡ : ଏ ବର୍ଷ ହେବ ନାହିଁ ବିଶ୍ୱ ପ୍ରସିଦ୍ଧ ବରଗଡ ଧନୁଯାତ୍ରା ।  ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଜିଲ୍ଲାପାଳଙ୍କ ସହିତ ଧନୁଯାତ୍ରା କମିଟିର ସଦସ୍ୟମାନେ ଆଲୋଚନା କରିବା ପରେ ଚଳିତ ବର୍ଷ ଧନୁଯାତ୍ରା ନ କରିବାକୁ ନିଷ୍ପତ୍ତି ହୋଇଛି । ତେବେ କରୋନା ପାଇଁ କେବଳ ବରଗଡ ପ୍ରସିଦ୍ଧ ଧନୁଯାତ୍ରା ନୁହେଁ ବରଂ ରାଜ୍ୟର ଅନେକ ପ୍ରସିଦ୍ଧ ମେଳା ଓ ଉତ୍ସବକୁ ବନ୍ଦ ରଖିଛନ୍ତି ସରକାର ଓ ସ୍ଥାନୀୟ ପ୍ରଶାସନ । ବର୍ତମାନ ସମୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ପରେ ବି ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking