26.1 C
Bhubaneswar
Sunday, March 15, 2026
Homeଓଡିଶାବିଧାୟକ ହିମାଂଶୁ ସାହୁଙ୍କୁ ପିଟି ଚେନ୍ ଛଡ଼ାଇ ନେଲେ

ବିଧାୟକ ହିମାଂଶୁ ସାହୁଙ୍କୁ ପିଟି ଚେନ୍ ଛଡ଼ାଇ ନେଲେ

ଯାଜପୁର : ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ସମର୍ଥକମାନେ ତାଙ୍କୁ ଆକ୍ରମଣ କରିଥିବା କହିଛନ୍ତି ନିଜେ ବିଧାୟକ ଶ୍ରୀ ସାହୁ। ଡିଡିଏମ୍‌ଙ୍କ ଅଫିସକୁ ମିଟିଂ ପାଇଁ ଯିବା ବେଳେ ଯାଜପୁର ବୁଢ଼ାପୋଲ ନିକଟରେ ବିଧାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।

ବିଧାୟକ ଶ୍ରୀ ସାହୁ କହିଛନ୍ତି, କିଛି ଲୋକ ରାସ୍ତାରୋକ କରିଥିଲେ। ରାସ୍ତା ବନ୍ଦ ଥିବାରୁ ମୋ ଗାଡ଼ି ସେଠାରେ ଅଟକି ଥିଲା। ରାସ୍ତା ବନ୍ଦ ଥିବାରୁ ମୋ ଗାଡ଼ି ସେଠାରେ ଅଟକି ଥିଲା। ସେମାନେ ମୋ ଗାଡ଼ିକୁ ରଡ୍ ଓ ଠେଙ୍ଗାରେ ପିଟିଥିଲେ। ଗାଡ଼ିରେ ମୋତେ ଦେଖି ମୋ ଆଡ଼କୁ ମାଡ଼ି ଆସିଥିଲେ। ମୋତେ ପିଟି, ମୋ ଚେନ୍ ଛିଡ଼ାଇ ନେଇଥିଲେ। ବବି ଭାଇ ଜିନ୍ଦାବାଦ୍ କହି ମୋତେ ସେମାନେ ଆକ୍ରମଣ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking