ଧର୍ମଶାଳା ଗଣ୍ଡଗୋଳ: ଧାରଣା ରାଜନୀତି

ଭୁବନେଶ୍ୱର: ତେଜିଲା ହିମାଂଶୁ- ପ୍ରଣବ କଳି । ଧର୍ମଶାଳା ଗଣ୍ଡଗୋଳକୁ ନେଇ ଜୋର ଧରିଲା ରାଜନୀତି । କାଲି ରାତିରୁ ଧାରଣାରେ ବସିଛନ୍ତି ଉଭୟ ନେତାଙ୍କ ସମର୍ଥକ । ଭୁବନେଶ୍ୱରରେ ବିଜେଡି ଓ ଯାଜପୁରରେ ବିଜେପି ଧାରଣା ଦେଇ ବସିଛି। ଏନେଇ ଜେନାପୁର ଥାନା ଘେରିଛନ୍ତି ବିଧାୟକ ହିମାଂଶୁ ସାହୁଙ୍କ ସମର୍ଥକ । ଭୁବନେଶ୍ୱର ଡିଜି କ୍ୟାମ୍ପ ଅଫିସ ଆଗରେ ବିଜେଡି ନେତା ଧାରଣାରେ ବସିଛନ୍ତି ।ଆକ୍ରମଣକାରୀଙ୍କୁ ଗିରଫ ଦାବିରେ ଉଭୟ ପକ୍ଷ ଧାରଣାରେ ବସିଛନ୍ତି। ଯେ … Continue reading  ଧର୍ମଶାଳା ଗଣ୍ଡଗୋଳ: ଧାରଣା ରାଜନୀତି