29.1 C
Bhubaneswar
Friday, October 18, 2024
Homeଓଡିଶାସମ୍ବଲପୁରରେ ଧର୍ମେନ୍ଦ୍ର ପ୍ରଧାନ ଆଗୁଆ

ସମ୍ବଲପୁରରେ ଧର୍ମେନ୍ଦ୍ର ପ୍ରଧାନ ଆଗୁଆ

ଭୁବନେଶ୍ୱର : ଏପ୍ରିଲ ୧୯ରେ ଆରମ୍ଭ ହୋଇଥିବା ଲୋକସଭା ଓ ରାଜ୍ୟର ବିଧାନସଭା ନିର୍ବାଚନ ଶେଷ ହୋଇଛି । ଜୁନ୍ ୧ରେ ୮ଟି ରାଜ୍ୟରେ ୫୭ଟି ଆସନରେ ଭୋଟ୍ ଗ୍ରହଣ ହୋଇଯାଇଛି । ଏହା ସହ ଦେଶର ସର୍ବ ବୃହତ୍ତ ନିର୍ବାଚନ ସମାପ୍ତ ହୋଇଯାଇଛି । ତେବେ ୪୪ ଦିନର ନିର୍ବାଚନ ପ୍ରକ୍ରିୟା ପରେ, ଆଜି ହେଉଛି ଭୋଟ୍ ଗଣନା ଓ ଫଳାଫଳ ଗଣନା । ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଛି । ସମ୍ବଲପୁର ଲୋକସଭା ଆସନରେ ଧର୍ମେନ୍ଦ୍ର ପ୍ରଧାନ ଆଗୁଆ । ପ୍ରଣବ ପ୍ରକାଶ ଦାସଙ୍କୁ ୨ ହଜାର ୩୫୭ ଭୋଟରେ ପଠରେ ପକାଇଲେ ଧର୍ମେନ୍ଦ୍ର । ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଥମ ସୁଦ୍ଧା ୪ ହଜାର ୨୩୯ ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କୁ ୧ ହଜାର ୭୮୨ ଖଣ୍ଡ ଭୋଟ୍ ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking