33.1 C
Bhubaneswar
Thursday, April 25, 2024
Homeଓଡିଶାଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା: ଅଡିଓରେ ମନ୍ତ୍ରୀଙ୍କ ନାଁ!

ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା: ଅଡିଓରେ ମନ୍ତ୍ରୀଙ୍କ ନାଁ!

ଭୁବନେଶ୍ୱର: ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣାରେ ସାମ୍ନାକୁ ଆସିଲା ଏକ ମୋବାଇଲ ଅଡିଓ । ଅଡିଓ ନେଇ ପ୍ରେସ୍‌ମିଟ୍‌ରେ ସୂଚନା ଦେଲେ ବିଜେପି ନେତ୍ରୀ ପ୍ରଭାତୀ ପରିଡ଼ା । ଆତ୍ମହତ୍ୟା ପୂର୍ବରୁ ଧର୍ମେନ୍ଦ୍ର, ଅକ୍ଷୟ ନାମକ ବ୍ୟକ୍ତିଙ୍କ ସହ କଥା ହୋଇଥିଲେ । ମୋବାଇଲରେ କଥା ହେବା ବେଳେ ଧର୍ମେନ୍ଦ୍ର ଆତ୍ମହତ୍ୟା କରିବେ ବୋଲି କହିଥିଲେ । ଏଥିଲାଗି ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ଦାୟୀ କରିଥିବା ମୋବାଇଲ୍‌ରେ କହିଛନ୍ତି ।

ସମୀରଙ୍କ ସହ ଧର୍ମେନ୍ଦ୍ର, ନିଜ ସ୍ତ୍ରୀ ଓ ଶ୍ୱଶୁରଙ୍କୁ ମଧ୍ୟ ଦାୟୀ କରିଛନ୍ତି । ତେଣୁ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଇସ୍ତଫା ଦେଇ ତଦନ୍ତ ସାମ୍ନା କରନ୍ତୁ ବୋଲି ବିଜେପି ନେତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି ।

୮ ଜିଲ୍ଲାରେ ନୂଆ ଅଧ୍ୟକ୍ଷ ନିଯୁକ୍ତ କଲେ ରାଜ୍ୟ ସରକାର

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking