30.1 C
Bhubaneswar
Sunday, July 3, 2022
Homeଓଡିଶାଭୁବନେଶ୍ୱରପ୍ରଚାର ମୈଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର

ପ୍ରଚାର ମୈଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର

ଭୁବନେଶ୍ୱର: ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ଆସନ୍ତାକାଲି ପ୍ରଚାର ମୈଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର ପ୍ରଧାନ । ଦିନ ସାରା ପ୍ରଚାର କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର । ରାଧାରାଣୀ ପଣ୍ଡାଙ୍କ ପାଇଁ କରିବେ ପ୍ରଚାରା ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରେ ଦିନ ତମାମ ପ୍ରଚାର କରିବେ ଧର୍ମେନ୍ଦ୍ର । ବେଲପାହାଡ଼ ମ୍ୟୁନିସିପାଲିଟି, ବ୍ରଜରାଜନଗର ମ୍ୟୁନିସିପାଲିଟି, ଲକ୍ଷନପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ରୋଡ଼ ସୋ, ସାଧାରଣ ସଭା ଆଦି ମାଧ୍ୟମରେ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ । ତେବେ ଆଗାମୀ ଦିନରେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ, କେନ୍ଦ୍ର ରେଳ ମନ୍ତ୍ରୀଙ୍କ ସମେତ ଏକାଧିକ କେନ୍ଦ୍ରୀୟ ନେତା ମଧ୍ୟ ପ୍ରଚାରରେ ସାମିଲ ହେବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking