34.1 C
Bhubaneswar
Friday, March 29, 2024
Homeଓଡିଶାବ୍ରଜରାଜନଗରରେ ପ୍ରଚାର କରିବେ ଧର୍ମେନ୍ଦ୍ର

ବ୍ରଜରାଜନଗରରେ ପ୍ରଚାର କରିବେ ଧର୍ମେନ୍ଦ୍ର

ବ୍ରଜରାଜନଗର : ବ୍ରଜରାଜନଗର ଉପନିର୍ବାଚନ ରେ ପ୍ରଚାର କରିବେ ଧର୍ମେନ୍ଦ୍ର ପ୍ରଧାନ । ବିଜେପି ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ପାଇଁ କରିବେ ମାରାଥନ ପ୍ରଚାର । ଆସନ୍ତାକାଲି ମାରାଥନ ପ୍ରଚାର କରିବେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବେଲପାହାଡ, ବ୍ରଜରାଜନଗର, ଲଖନପୁର ରେ କରିବେ ରୋଡ ଶୋ । ଆଗାମୀ ଦିନରେ ପ୍ରଚାର କରିବେ ରମଣସିଂ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରାଜ୍ୟ ବିଜେପି ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତ ସିଂହାର ଙ୍କ ସୂଚନା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking