ଭୁବନେଶ୍ୱର : ଓଡିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ଶିକ୍ଷାମନ୍ତ୍ରୀଙ୍କ ଚିଠି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଇନରେ ଥିବା ଅସଙ୍ଗତି ଦୂର ସହ ଆବଶ୍ୟକ ସଂଶୋଧନ କରିବାକୁ ଚିଠି । ଶିକ୍ଷାନୁଷ୍ଠାନଗୁଡିକରେ ସ୍ୱାୟତ୍ତତାକୁ ସୁରକ୍ଷିତ ରଖିବାକୁ ଅନୁରୋଧ । ଶିକ୍ଷାର ମାନଦଣ୍ଡ ବଜାୟ ରଖିବାକୁ ସଂଶୋଧନ ଗୁରୁତ୍ୱପୂର୍ଣ୍ଣ ।










