27.1 C
Bhubaneswar
Thursday, April 25, 2024
Homeଓଡିଶାପ୍ରାଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ପ୍ରଦାନ

ପ୍ରାଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ପ୍ରଦାନ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ଭୁବନ ଏନ୍‌ଏସି ଅନ୍ତର୍ଗତ ୧୮ ନଂ ୱାର୍ଡର ୧୧୬ ଜଣ ହିତାଧିକାରୀଙ୍କୁ ପ୍ରାଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି । ଏହି ସମ୍ମିଳନୀରେ ଖଣି ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଫୁଲ କୁମାର ମଲ୍ଲିକ ମୁଖ୍ୟ ଅତିଥିଭାବେ ଯୋଗଦାନ କରିଥିଲେ । ନିର୍ବାହୀ ଯନ୍ତ୍ରୀ ଦାୟିତ୍ୱରେ ଥିବା ତହସିଲଦାର ପ୍ରଭାସ କୁମାର ବେହୁରିଆ, ଏନ୍‌ଏସିର ପୁର୍ବତନ ଅଧ୍ୟକ୍ଷ ନନ୍ଦକିଶୋର ସାହୁ, କନିଷ୍ଠ ଯନ୍ତ୍ରୀ ସୁରେନ୍ଦ୍ରନାଥ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସହରାଚଂଳ ଓ ଗ୍ରାମାଂଚଳ ମାନଙ୍କର ଗରିବ ଖଟିଖିଆ ଲୋକମାନଙ୍କ ରହିବା ନିମନ୍ତେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଲାଗି ଗୁରୁଦାୟିତ୍ୱ ନେଉଛନ୍ତି । ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଘର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ରାଜ୍ୟସରକାର ନିର୍ଦେଶ ଦେଇଛନ୍ତି । ଏଥି ନିମନ୍ତେ ଏନ୍‌ଏସି କର୍ମକର୍ତା ମାନେ ଆବଶ୍ୟକ ସହାୟତା ଯୋଗାଇଦେବା ନିମନ୍ତେ ପରାମର୍ଶ ମଧ୍ୟ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking