13.1 C
Bhubaneswar
Sunday, January 18, 2026
Homeଓଡିଶାଦୟାନଦୀ ପାଇଁ ବ୍ୟାପୁଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଦୟାନଦୀ ପାଇଁ ବ୍ୟାପୁଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ପୁରୀ ଜିଲା କଣାସରେ ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୟା ନଦୀ ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର। ସେ କହିଛନ୍ତି, ଲୋକେ ଦୟା ନଦୀର ପାଣି ବ୍ୟବହାର କରୁଥିବାରୁ ଝାଡ଼ାବାନ୍ତି ବ୍ୟାପଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ଟିମ୍‌ ଜଟଣୀ ରାଣୀପୁରରେ ପହଞ୍ଚିଛନ୍ତି। ନମୁନା ରିପୋର୍ଟ ଆସିବା ପରେ କାରଣ ଜଣାପଡ଼ିବ। ଏଥିସହିତ ଦୟା ନଦୀ ପାଣି ବ୍ୟବହାର ନ କରିବାକୁ ମାର୍ଗଦର୍ଶିକା ଜାରି କରାଯାଇଥିବାବେଳେ ରୋଷେଇ ଓ ପାନୀୟ ଭାବେ ଏହି ନଦୀର ଜଳକୁ ବ୍ୟବହାର ନ କରିବାକୁ ନିବେଦନ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking