30.1 C
Bhubaneswar
Tuesday, May 26, 2026
Homeଓଡିଶାପୁରୀରେ ହେବ ଡିଜିଟାଲ ଲାଇବ୍ରେରି: ମନ୍ତ୍ରୀ

ପୁରୀରେ ହେବ ଡିଜିଟାଲ ଲାଇବ୍ରେରି: ମନ୍ତ୍ରୀ

 

ଭୁବନେଶ୍ବର: ଭକ୍ତ ଏବଂ ଗବେଷକମାନଙ୍କୁ ଡିଜିଟାଲ ସୁବିଧା ପ୍ରଦାନ କରିବା ସହିତ ବିରଳ ମନ୍ଦିର ରେକର୍ଡ, ରୀତିନୀତି, ପବିତ୍ର ମାଦଳା ପାଞ୍ଜି, ତାଳପତ୍ର ପାଣ୍ଡୁଲିପି ଏବଂ ଅନ୍ୟାନ୍ୟକୁ ସଂରକ୍ଷଣ କରିବା ପାଇଁ ରାଜ୍ୟ ସରକାର ପୁରୀରେ ଏକ ଡିଜିଟାଲ ଲାଇବ୍ରେରି ସ୍ଥାପନ କରିବାକୁ ଯାଉଛନ୍ତି। ଏହି ଅନନ୍ୟ ପଦକ୍ଷେପ ମାଧ୍ୟମରେ ଶ୍ରୀଜଗନ୍ନାଥ ମନ୍ଦିରର କାଳଜୟୀ ଐତିହ୍ୟକୁ ସୁରକ୍ଷିତ ରଖିବା ପାଇଁ ଚେଷ୍ଟା କରାଯିବ। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking