26.3 C
Bhubaneswar
Thursday, April 23, 2026
Homeଓଡିଶାପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଦିଲୀପ ରାୟ

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଦିଲୀପ ରାୟ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ବିଜେପିର ବରିଷ୍ଠ ନେତା ଦିଲୀପ ରାୟ ଭେଟିଛନ୍ତି। ଏହି ଅବସରରେ ଶ୍ରୀ ରାୟ ଓଡ଼ିଶା ଓ ରାଉରକେଲାର ବିକାଶ ପାଇଁ ଏକାଧିକ ପ୍ରସଙ୍ଗ ଉଠାଇଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସେ ଏହି ସୂଚନା ଦେଇଛନ୍ତି। ଶ୍ରୀ ରାୟ ବିଭିନ୍ନ ପ୍ରସଙ୍ଗକୁ ଭିତ୍ତି କରି ଏକ ଚିଠିରେ ଦାବି ଉଲ୍ଲେଖ କରିଛନ୍ତି। ଏଥି ସହିତ ସେ ତାଙ୍କର ଦାବି ପୂରା ହେବ ବୋଲି ଆଶା କରାଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking