16.1 C
Bhubaneswar
Sunday, December 7, 2025
Homeଓଡିଶାଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରନ୍ତୁନି

ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରନ୍ତୁନି

ପୁରୀ: ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ ନ କରିବାକୁ ନିବେଦନ । ଟ୍ୱିଟ କରି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ । ଡାଇନିଂ ଟେବୁଲରେ ମହାପ୍ରସାଦ ସେବନର ଭିଡିଓ ଭାଇରଲ ପରେ ନିବେଦନ । ମହାପ୍ରଭୁଙ୍କ ଦିବ୍ୟ ମହାପ୍ରସାଦ ଅନ୍ନବ୍ରହ୍ମ ରୂପେ ପୂଜିତ । ଭୂମିରେ ବସି ମହାପ୍ରସାଦ ସେବନର ବିଧି ଅନାଦି କାଳରୁ ରହିଆସିଛି । ତେଣୁ ଡାଇନିଂ ଟେବୁଲରେ ମହାପ୍ରସାଦ ସେବନରୁ ବିରତି ରହିବାକୁ ନିବେଦନ । ହୋଟେଲଗୁଡିକ ମଧ୍ୟ ଏଥିପ୍ରତି ଧ୍ୟାନ ଦେବାକୁ ପ୍ରସାସନର ଅନୁରୋଧ । ନିଜ ଅତିଥିଙ୍କୁ ଏଭଳି କାର୍ଯ୍ୟରୁ ବିରତ ରହିବାକୁ ସଚେତନ କରିବାକୁ ଅନୁରୋଧ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking