ଆପଣ ଥାଇରଏଡ ରୋଗରେ ପୀଡିତ କି? ତେବେ ଜାଣନ୍ତୁ ଏହାର ଲକ୍ଷଣ ଓ ଉପଚାର….

ଭୁବନେଶ୍ୱର: ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ଥାଇରଏଡ୍ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛନ୍ତି । ଆଜି ପ୍ରତି ୧୦ ଜଣଙ୍କ ମଧ୍ୟରୁ ୪ ଜଣ ଥାଇରଏଡ ରୋଗରେ ପୀଡିତ ହେଉଛନ୍ତି । ମେଦବହୁଳତା, ଖରାପ ଜୀବନଶୈଳୀ ଏବଂ ହରମୋନରେ ବ୍ୟାଘାତ ହେତୁ ଥାଇରଏଡ ସମସ୍ୟା ବୃଦ୍ଧି ପାଉଛି । ତେବେ ଦୁଇ ପ୍ରକାରର ଥାଇରଏଡ୍ ଅଛି – ହାଇପରଥାଇରଏଡିଜିମ୍ ଏବଂ ହାଇପୋଥାଇରଡ । ବେକର ଭିତର ଭାଗରେ ଏବଂ କଲାରବୋନରେ ଏହାର ପ୍ରଜାପତି ଆକୃତିର ଗ୍ରନ୍ଥି ଅଛି … Continue reading ଆପଣ ଥାଇରଏଡ ରୋଗରେ ପୀଡିତ କି? ତେବେ ଜାଣନ୍ତୁ ଏହାର ଲକ୍ଷଣ ଓ ଉପଚାର….