20.1 C
Bhubaneswar
Thursday, February 12, 2026
Homeଓଡିଶାକଟକରେ ଡବଲ ମର୍ଡର ମାମଲା: ଅଭିଯୁକ୍ତ ୫ ବର୍ଷ ପରେ ଗିରଫ

କଟକରେ ଡବଲ ମର୍ଡର ମାମଲା: ଅଭିଯୁକ୍ତ ୫ ବର୍ଷ ପରେ ଗିରଫ

କଟକ:କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାରେ କମିସନରେଟ୍ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସନ୍ତୋଷ ସିହ୍ନା। ଭୁବନେଶ୍ବର-କଟକ ପୁଲିସ କମିସନରେ ସୁରେଶ ଦେବଦତ୍ତ ସିଂ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଡିସିପି ଅଫିସରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପୁଲିସ କମିସନରେ ଶ୍ରୀ ସିଂ କହିଛନ୍ତି ୨୦୧୯ରେ ବଲେଶ୍ବରରେ ଶ୍ରୀନାଥ ସାମଲ ଓ ତାଙ୍କ ପତ୍ନୀ ବିଦ୍ୟୁଲତାଙ୍କୁ ବୀଭତ୍ସ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ହେଉଛି ସନ୍ତୋଷ ସିହ୍ନା। ଶ୍ରୀନାଥଙ୍କ ଘରେ ପଶି ଅଭିଯୁକ୍ତ ଦଂପତିଙ୍କୁ ଅତି ବୀଭତ୍ସା ଭାବେ ହତ୍ୟା କରିଥିଲା। ଏହା ପୂର୍ବରୁ ଅଭିଯୁକ୍ତ ବିସ୍ତୃତ ଯୋଜନା କରିଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking