ଡାକ୍ତର ଶୁଭଶ୍ରୀ ମୃତ୍ୟୁ ଘଟଣା: ମାମଲାକୁ ରଦ୍ଦ କରିବା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୁରୁଷ ବନ୍ଧୁ

କଟକ : ହାଇକୋର୍ଟ ଗଲେ ଶୁଭଶ୍ରୀଙ୍କ ବୟଫ୍ରେଣ୍ଡ। କେନ୍ଦୁଝର ଜିଲ୍ଲା ଯୋଡ଼ାର ଡାକ୍ତର ଶୁଭଶ୍ରୀ କରଙ୍କ ମୃତ୍ୟୁ ମାମଲାକୁ ରଦ୍ଦ କରିବା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୁରୁଷ ବନ୍ଧୁ। ଡାକ୍ତର ଦିବ୍ୟ ରଞ୍ଜନ ମାଝିଙ୍କ ବିରୁଦ୍ଧରେ ଯୋଡ଼ା ଥାନାରେ ରୁଜ୍ଜୁ ହୋଇଛି ମାମଲା। ଏହି ମାମଲାକୁ ଖାରଜ ଓ ତାଙ୍କୁ ଜାମିନ୍‌ ପ୍ରଦାନ କରିବାକୁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ବିଷକ୍ରିୟାରୁ ଶୁଭଶ୍ରୀଙ୍କ ମୃତ୍ୟୁ ହୋଇଥିବା ବ୍ୟବଛେଦ ରିପୋର୍ଟ ଓ ଭିସେରାରୁ ସ୍ପଷ୍ଟ ହୋଇଛି। ତେବେ ପରିବାରଲୋକ … Continue reading ଡାକ୍ତର ଶୁଭଶ୍ରୀ ମୃତ୍ୟୁ ଘଟଣା: ମାମଲାକୁ ରଦ୍ଦ କରିବା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୁରୁଷ ବନ୍ଧୁ