26.1 C
Bhubaneswar
Thursday, March 26, 2026
Homeଓଡିଶା୧୨ଟି ନୂଆ ଏନ୍‌ଏସି ପାଇଁ ଡ୍ରାଫ୍ଟ ନୋଟିସ୍‌ ଜାରି

୧୨ଟି ନୂଆ ଏନ୍‌ଏସି ପାଇଁ ଡ୍ରାଫ୍ଟ ନୋଟିସ୍‌ ଜାରି

ଭୁବନେଶ୍ୱର: ରାଜ୍ୟ ସରକାର ଏନ୍‌ଏସି ସଂଖ୍ୟା ବୃଦ୍ଧି କରିବା ପାଇଁ ଯୋଜନା ଆରମ୍ଭ କରିଦେଇଛନ୍ତି। ଏଥି ପାଇଁ ୧୨ଟି ନୂଆ ଏନ୍‌ଏସି ପାଇଁ ଡ୍ରାଫ୍ଟ ନୋଟିସ୍ ଜାରି କରିଛନ୍ତି। ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି ନୋଟିସରେ…
୧) ଅନୁଗୁଳଜିଲ୍ଲା ପାଳଲହଡ଼ା
୨) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର
୩) ବାଲେଶ୍ୱର ଜିଲ୍ଲା ବସ୍ତା,ସିମୁଳିଆ
୪) ମୟୂରଭଞ୍ଜ ଜିଲ୍ଲା ବେତନଟୀ, ବାଙ୍ଗିରିପୋଷି ଓ ଚିତ୍ରଡ଼ା,
୫) ରାୟଗଡ଼ା ଜିଲ୍ଲା ବିଶମକଟକ
୬) ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଓ ବାମରା
୭) ଭଦ୍ରକ ଜିଲ୍ଲା ତିହିଡ଼ି ଓ ଧୁଷୁରୀ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking