34.1 C
Bhubaneswar
Friday, October 18, 2024
Homeଓଡିଶାଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା ବନ୍ଦ

ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା ବନ୍ଦ

ଭୁବନେଶ୍ୱର: ନୂଆ ବର୍ଷରୁ ଶ୍ରୀମନ୍ଦିରରେ ପାନ, ଗୁଟଖା ସମ୍ପୂର୍ଣ୍ଣ ବନ୍ଦ । ଶ୍ରୀମନ୍ଦିର ନୀତି ସବ୍ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା । ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମ କଡାକଡି ଲାଗୁ ହେବ । ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ଉତ୍ତର ଦ୍ୱାରରେ ରାମ୍ପ ବ୍ୟବସ୍ଥା ହେବ । ୩୧ ଓ ୧୬ ରାତିରେ ଆବଶ୍ୟକ ହେଲେ ରାତ୍ର ପହୁଡ ହେବନି ବୋଲି ଖବର ସାମ୍ନାକୁ ଆସିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking