ଭୁବନେଶ୍ୱର: ରାଜ୍ୟରେ ଗଠନ ହେବ ପାନୀୟ ଜଳ ନିଗମ । ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ଖୁବଶୀଘ୍ର ମଧ୍ୟପ୍ରଦେଶ ଓ କର୍ଣ୍ଣାଟକକୁ ଓଡିଶା ଟିମ ଯିବ । ନିଗମର ରୂପରେଖ କେମିତି ହେବ ସେ ବାବଦରେ ଅନୁଧ୍ୟାନ କରିବେ । ଆଇଟିଓ ଡିଜିଟାଲ ପ୍ଲାଟଫର୍ମ ସହ ନିଗମ କାମ କରିବ । ମେଗା ପ୍ରକଳ୍ପର ଦାୟିତ୍ୱ ୫ ବର୍ଷ ପାଇଁ ଏକ ଏଜେନ୍ସି ନେବ ।










