35.1 C
Bhubaneswar
Tuesday, October 1, 2024
Homeଓଡିଶାଦୁର୍ଗାପୂଜା : ଡିଜେ, ଫାୟାର ଗନରେ ଲାଗିଲା ରୋକ

ଦୁର୍ଗାପୂଜା : ଡିଜେ, ଫାୟାର ଗନରେ ଲାଗିଲା ରୋକ

ଭୁବନେଶ୍ୱର : ଦୁର୍ଗାପୂଜା ପାଇଁ କଟକରେ ଲାଗୁ ହେଲା କଟକଣା। କଟକରେ ପାର୍ବଣକୁ ସୁରକ୍ଷିତ କରିବାକୁ କଟକଣା ଜାରି କଲେ ଜିଲ୍ଲାପାଳ। ନଭେମ୍ବର ୨୬ ତାରିଖ ପର୍ଯ୍ୟନ୍ତ ଡିଜେ, ଏଲଇଡି ଲାଇଟ୍, ଫାୟାର ଗନ୍ ବାରଣ କରାଯାଇଛି। ପୂଜା ପେଣ୍ଡାଲ, ଭସାଣ ଶୋଭାଯାତ୍ରା ଏବଂ ବାଲିଯାତ୍ରାରେ ଏସବୁର ବ୍ୟବହାରକୁ ମନା କରାଯାଇଛି । ପାର୍ବଣ ଓ ବାଲିଯାତ୍ରାରେ ଅଧିକ ଶବ୍ଦ କରୁଥିବା ବାଣ ଫୁଟାଇବାକୁ ବାରଣ କରାଯାଇଛି। ୬୫ ଡେସିବଲରୁ ଅଧିକ ଶବ୍ଦ କରୁଥିବା ସାଉଣ୍ଡ ସିଷ୍ଟମକୁ ମଧ୍ୟ ବାରଣ କରାଯାଇଛି। କଟକର ସବୁ ଥାନା ଅଧିକାରୀଙ୍କୁ ନିୟମ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦେଶନାମାର ଉଲ୍ଲଂଘନ କଲେ ସଂପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ କହିଛନ୍ତି।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking