ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ 5T ସଚିବ, ଗ୍ରାଉଣ୍ଡ ଜିରୋରେ ବିକାଶ କାର୍ଯ୍ୟର କରିବେ ସମୀକ୍ଷା
ବଲାଙ୍ଗୀର: ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ । ତୁଷୁରାରେ ଥିବା ମାଆ ସମଲେଶ୍ବରୀଙ୍କ ମନ୍ଦିରକୁ ଯାଇ ଦର୍ଶନ ସହିତ ମନ୍ଦିରର ବିକଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ । ଖୁବଶୀଘ୍ର ବଦଳିବ ତୁଷୁରାର ମାଆ ସମଲେଶ୍ବରୀଙ୍କ ମନ୍ଦିରର ରୂପରେଖ । ମାଆଙ୍କ ଦର୍ଶନ ସହ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ତୁଷୁରା ମେଡିକାଲର ମଧ୍ୟ ଖୁବଶୀଘ୍ର ବିକାଶ କାର୍ଯ୍ୟ ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ … Continue reading ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ 5T ସଚିବ, ଗ୍ରାଉଣ୍ଡ ଜିରୋରେ ବିକାଶ କାର୍ଯ୍ୟର କରିବେ ସମୀକ୍ଷା
Copy and paste this URL into your WordPress site to embed
Copy and paste this code into your site to embed