ଭୁବନେଶ୍ୱର: ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଇ-କେୱାସି ପ୍ରକ୍ରିୟା । ଇ-କେୱାସି ତର୍ଜମା ସମୟରେ ୬ ଲକ୍ଷ ୮୩ ହଜାର ୯୯୫ ମୃତ ବ୍ୟକ୍ତି ଚିହ୍ନଟ । ସେହିପରି ୩୩ ହଜାର ୧୨୮ ଅଯୋଗ୍ୟ ରାସନ କାର୍ଡ ବାତିଲ କରାଯାଇଛି, ଯାହାର ପରିବାର ସଦସ୍ୟଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର ୧୯୯ । ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରେ ୪୭୪୭ ଜାଲ୍ ରାସନ କାର୍ଡ ଧରାପଡିଛି । ଗତବର୍ଷ ଜୁନ୍ରୁ ୧୫ ଲକ୍ଷ ୩୩ … Continue reading ୩୧ ଯାଏଁ ଜାରି ରହିବ ଇ-କେୱାଇସି
Copy and paste this URL into your WordPress site to embed
Copy and paste this code into your site to embed