ବିଶ୍ୱକପ ଜିତିଲେ ପ୍ରତ୍ୟେକ ଖେଳାଳିଙ୍କୁ ମିଳିବ କୋଟିଏ; ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା । ହକି ବିଶ୍ବକପ୍ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର ଦିଆଯିବ ବୋଲି ଘୋଷଣା କଲେ । ଭାରତୀୟ ହକି ଖେଳାଳିଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାଉରକେଲାରେ ଖେଳାଳିଙ୍କୁ ଭେଟିବା ଅବସରରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ରାଉରକେଲା ଗସ୍ତ କରି ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଳିଙ୍କୁ … Continue reading ବିଶ୍ୱକପ ଜିତିଲେ ପ୍ରତ୍ୟେକ ଖେଳାଳିଙ୍କୁ ମିଳିବ କୋଟିଏ; ଘୋଷଣା କଲେ ମୁଖ୍ୟମନ୍ତ୍ରୀ