31.1 C
Bhubaneswar
Friday, March 29, 2024
Homeଦେଶ ବିଦେଶଜମ୍ମୁ-କାଶ୍ମୀର ପାଲଗାମରେ ଭୂକମ୍ପର ଝଟକା

ଜମ୍ମୁ-କାଶ୍ମୀର ପାଲଗାମରେ ଭୂକମ୍ପର ଝଟକା

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀର ପାଲଗାମରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୧ ରେକର୍ଡ କରାଯାଇଛି। ଭୂକମ୍ପର ଝଟକା ଜାମ୍ମୁ କାଶ୍ମୀର ପାଲଗାମରେ ଶନିବାର ଅନୁଭୂତ ହୋଇଥିବା ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ସକାଳ ପ୍ରାୟ ୪.୨୯ ମିନିଟରେ ଏହି ଭୂକମ୍ପର ଝଟକା ଅନୁଭୁତ ହୋଇଥିଲା। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଭୂମିକମ୍ପରେ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking