24.1 C
Bhubaneswar
Thursday, May 9, 2024
Homeଦେଶ ବିଦେଶଗ୍ରୀସ୍‌ର ଦକ୍ଷିଣ ଅଞ୍ଚଳରେ ଭୂମିକମ୍ପର ଝଟକା ଅନୁଭୂତ

ଗ୍ରୀସ୍‌ର ଦକ୍ଷିଣ ଅଞ୍ଚଳରେ ଭୂମିକମ୍ପର ଝଟକା ଅନୁଭୂତ

ନୂଆଦିଲ୍ଲୀ : ଗ୍ରୀସ୍‌ର ଦକ୍ଷିଣ ଅଞ୍ଚଳରେ ଶୁକ୍ରବାର ସକାଳ ସମୟରେ ଭୁକମ୍ପର ଝଟକା ଅନୁଭୂତ ହେବା ପରେ ସ୍ଥାନୀୟ ଲୋକେ ଭୟରେ ଘରୁ ବାହାରି ଆସିଥିଲେ । ଭୁକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୫,୭ ମ୍ୟାଗ୍ନିଚୁଡ଼ ରହିଥିବା ୟୁରୋପୀୟ ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପ୍ରାଇଗୋସର ୫୬ କିଲୋମିଟର ଦକ୍ଷିଣ-ପଶ୍ଚିମ ଦିଗରେ ଏହି ଭୂକମ୍ପ ହୋଇଛି। ଉପକୂଳରେ ସୁନାମି ହେବାର ସମ୍ଭାବନାକୁ ଅଧିକାରୀମାନେ ଆକଳନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking