30.1 C
Bhubaneswar
Monday, May 20, 2024
Homeଦେଶ ବିଦେଶଅରୁଣାଚଳ ପ୍ରଦେଶରେ ଭୂମିକମ୍ପ ଝଟକା

ଅରୁଣାଚଳ ପ୍ରଦେଶରେ ଭୂମିକମ୍ପ ଝଟକା

ଅରୁଣାଚଳ ପ୍ରଦେଶ : ଅରୁଣାଚଳ ପ୍ରଦେଶରେ ଆଜି ସକାଳୁ ଭୂମିକମ୍ପ ଅନୁଭୂତ ହୋଇଛି । ପ୍ରାୟ ଭୋର ୪.୫୫ ମିନିଟ ସମୟରେ ଭୂମିକମ୍ପ ଅନୁଭୂତ ହୋଇଛି । ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୧ ବୋଲି ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ଭୂମିକମ୍ପ ଯୋଗୁ କୌଣସି ଖୟକ୍ଷତି ହୋଇନାହିଁ । ଭୂମିକମ୍ପ ଅରୁଣାଚଳ ପ୍ରଦେଶରେ ଲୋୟର ସୁବନସିରି ଜିଲ୍ଲାରେ ଅନୁଭୂତ ହୋଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking