29.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶଜମ୍ମୁ-କାଶ୍ମୀରରେ ଭୂକମ୍ପର ଝଟକା ଅନୁଭବ

ଜମ୍ମୁ-କାଶ୍ମୀରରେ ଭୂକମ୍ପର ଝଟକା ଅନୁଭବ

ଜମ୍ମୁ : ଜମ୍ମୁ-କାଶ୍ମୀରରେ ପୁଣି ଥରେ ଭୂକମ୍ପର ଝଟକା ଅନୁଭବ ହୋଇଥିବା ନେଇ ଖବର ମିଳିଛି। ସକାଳ ପ୍ରାୟ ୬ଟା୨୧ରେ ଭୂକମ୍ପର ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୨.୫ ରେକର୍ଡ କରାଯାଇଛି। ଏଥିରେ କୌଣସି ଧନଜୀବନ କ୍ଷୟକ୍ଷତି ନେଇ ଏଯାଏଁ ସୂଚନା ମିଳିନାହିଁ। ଏହାପୂର୍ବରୁ ଡୋଡା ଜିଲାରେ ମଙ୍ଗଳବାର ଭୂକମ୍ପ ଝଟକା ଅନୁଭବ ହୋଇଥିଲା। ସେହି ସମୟରେ ଲୋକେ ଘରୁ ବାହାରକୁ ପଳାଇଆସିଥିଲେ। ଏନସିଏସ ସୂଚନା ଅନୁଯାୟୀ, ଡୋଡା ଜିଲାରେ ଅପରାହ୍ନ ୩ଟା ୩୭ରେ ଭୂକମ୍ପର ଝଟକା ଅନୁଭବ ହୋଇଥିଲା। ମେ ୨୦ରେ ଏହି ଜିଲ୍ଲାରେ ୨ଟା ୩୪ ମିନିଟରେ ଭୂକମ୍ପ ଝଟକା ଅନୁଭବ ହୋଇଥିବା ବେଳେ ଏହାର ତିବ୍ରତା ୩.୨ ରେକର୍ଡ କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking