ତେଲେଙ୍ଗାନା: ତେଲେଙ୍ଗାନାର ବାରଙ୍ଗଲ ଅଞ୍ଚଳରେ ବଡ଼ ଧରଣ ଭୂକମ୍ପ ଅନୁଭୂତ ହୋଇଛି। ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୬ ରେକର୍ଡ କରାଯାଇଛି ବୋଲି ଭୂକମ୍ପ ବିଜ୍ଞାନ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି । ଏଥିରେ କାହାର କିଛି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି।