26.1 C
Bhubaneswar
Monday, December 11, 2023
Homeଦେଶ ବିଦେଶନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପର ଝଟକା ଅନୁଭବ

ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପର ଝଟକା ଅନୁଭବ

ନୂଆଦିଲ୍ଲୀ : ନ୍ୟୁଜିଲ୍ୟାଣ୍ଡରେ ବୁଧବାର ଭୂକମ୍ପର ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୫.୬ ରେକର୍ଡ କରାଯାଇଛି। ଭୂକମ୍ପରେ କାହାର କ୍ଷତି ହୋଇ ନଥିବା ନେଇ ସୂଚନା ମିଳିଛି। ଅନ୍ୟ କୌଣସି କ୍ଷୟକ୍ଷତି ମଧ୍ୟ ହୋଇନାହିଁ।
ଖ୍ରୀଷ୍ଟଚର୍ଚର ପ୍ରାୟ ୧୨୪ କିଲୋମିଟର ପଶ୍ଚିମ କେନ୍ଦ୍ରୀୟ ଦକ୍ଷିଣ ଦ୍ୱୀପରେ ଏହି ଭୂକମ୍ପ ଅନୁଭବ ହୋଇଛି। ପ୍ରାୟ ୧୪,୦୦୦ ଲୋକେ ଭୂକମ୍ପ ଝଟକା ଅନୁଭବ କରିଛନ୍ତି।

ଦେଶବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking