38.1 C
Bhubaneswar
Friday, April 26, 2024
Homeଦେଶ ବିଦେଶକାରଗିଲରେ ଭୂକମ୍ପ ଝଟକା : ରିକ୍ଟର ସ୍କେଲରେ ତିବ୍ରତା ୪.୪

କାରଗିଲରେ ଭୂକମ୍ପ ଝଟକା : ରିକ୍ଟର ସ୍କେଲରେ ତିବ୍ରତା ୪.୪

ଜମ୍ମୁ : ଲଦାଖସ୍ଥିତ କାରଗିଲରେ ଆଜି ସକାଳେ ଭୂକମ୍ପ ଝଟକା ଅନୁଭବ ହୋଇଥିବା ଜଣାପଡ଼ିଛି। ସକାଳ ୫ଟା୪୫ରେ ଭୂକମ୍ପ ଅନୁଭବ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୪ ରେକର୍ଡ଼ କରାଯାଇଛି। ଏହି ଭୂକମ୍ପରେ କୌଣସି ଧନଜୀବନ ହାନି ହୋଇନଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking