ସକାଳୁ ଖାଲି ପେଟରେ ଖାଆନ୍ତୁ ଏହିସବୁ ଜିନିଷ

ନୂଆଦିଲ୍ଲୀ: ସକାଳେ ଉଠିବା ପରେ ଲୋକମାନେ ବିଭିନ୍ନ ପ୍ରକାର ଜିନିଷ ଖାଇବାକୁ ଚିନ୍ତା କରିଥାଆନ୍ତି । ସେହିପରି ଅନେକ ଲୋକ ଚା ତ ଆଉ କେତେକ ଲୋକେ ଫାଷ୍ଟଫୁଡ୍ ଖାଇ ନିଜର ଦିନ ଆରମ୍ଭ କରିଥାଆନ୍ତି । କିନ୍ତୁ ଏପରି କରିବା ସ୍ବାସ୍ଥ୍ୟ ପକ୍ଷେ ହାନୀକାରକ ହୋଇଥାଏ । ପ୍ରାୟତଃ ଲୋକମାନେ ଭାବନ୍ତି ଯେ, ସକାଳୁ ବ୍ରଶ କରିବା ପରେ ଖାଲି ପେଟରେ କଣ ଖାଇବା ଦରକାର । ଯାହା ଦ୍ବାରା ଦିନସାରା ସତେଜ ଲାଗିବା ସହ … Continue reading ସକାଳୁ ଖାଲି ପେଟରେ ଖାଆନ୍ତୁ ଏହିସବୁ ଜିନିଷ