26.1 C
Bhubaneswar
Sunday, April 5, 2026
Homeଓଡିଶାକାଲି ଆସିବେ ଇଡି ନିର୍ଦ୍ଦେଶକ

କାଲି ଆସିବେ ଇଡି ନିର୍ଦ୍ଦେଶକ

ଭୁବନେଶ୍ୱର: ତିନିଦିନିଆ ଓଡ଼ିଶା ଗସ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ନିର୍ଦ୍ଦେଶକ ରାହୁଲ ନବୀନ। ସେ ମଙ୍ଗଳବାର ଭୁବନେଶ୍ବରରେ ପହଞ୍ଚିବେ। ସେ କଟକ ଓ ଭୁବନେଶ୍ବରରେ ବିଭାଗୀୟ ଅଧିକାରୀମାନଙ୍କ ସହ ସମୀକ୍ଷା ବୈଠକରେ ଯୋଗ ଦେବେ । ଏହାଛଡ଼ା ଆସନ୍ତା ୨୮ ତାରିଖରେ ପୁରୀ ଯାଇ ଇଡିର ନିର୍ଦ୍ଦେଶକ ରାହୁଲ ନବୀନଙ୍କର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି। ଇଡିର ନିର୍ଦ୍ଦେଶକ ଏହାପରେ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ ବୋଲି ଜଣାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking