23.1 C
Bhubaneswar
Tuesday, May 5, 2026
Homeଓଡିଶାନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ରେଡ

ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ରେଡ

ଭୁବନେଶ୍ୱର;  ବରିଷ୍ଠ କଂଗ୍ରସ ନେତା  ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ରେଡ କରିଛି । ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚାଲିଛି ରେଡ । ତେବେ କେଉଁ ଘଟଣା ନେଇ ଇଡି ରେଡ କରିଛି ତାହା ଜଣା ପଡିନାହିଁ । ଇଡି ରେଡ ନେଇ ନିରଞ୍ଜନଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିିନାହିଁ ।ଆଜି ସକାଳ ପ୍ରାୟ ୭ଟାରୁ ଇଡିର ୮ରୁ ୧୦ଜଣ ଅଧିକାରୀ ନିରଞ୍ଜନଙ୍କ ଘରେ ପହଞ୍ଚି ଚଢ଼ାଉ କରିଥିଲେ। ନିରଞ୍ଜନ ଘର ଚାରିପଟେ ସିଆପିଏଫ ‍ଫୋର୍ସ ମୃତୟନ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking