28.1 C
Bhubaneswar
Friday, May 30, 2025
Homeଓଡିଶାପ୍ରଫୁଲ୍ଲ ସାମଲଙ୍କୁ ଇଡି ସମନ

ପ୍ରଫୁଲ୍ଲ ସାମଲଙ୍କୁ ଇଡି ସମନ

ଭୁବନେଶ୍ୱର : ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କୁ ସମନ କଲା ଇଡି । ବାରିପଡା ଇଂଜିନିୟରିଂ କଲେଜ ଜମି ମାମଲାରେ ସମନ । ପ୍ରଫୁଲଙ୍କ ସହ ପୁଅ ପ୍ରୟାସକାନ୍ତିଙ୍କୁ ମଧ୍ୟ ସମନ କଲା ଇଡି । ଡକ୍ୟୁମେଣ୍ଟ ସହ ହାଜର ହେବାକୁ ସମନ କଲା ଇଡି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking