29.1 C
Bhubaneswar
Wednesday, May 8, 2024
Homeଦେଶ ବିଦେଶକେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲଙ୍କୁ କରୋନା

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲଙ୍କୁ କରୋନା

ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ କରୋନା ସଂକ୍ରମିତ ହୋଇଛନ୍ତି । ଶ୍ରୀ ପୋଖରିୟାଲ ଏକ ଟ୍ୱିଟରେ କହିଛନ୍ତି ଯେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ସେ ଔଷଧ ସେବନ କରିବା ସହ ଚିକିତ୍ସିତ ହେଉଛନ୍ତି । ନିକଟରେ ତାଙ୍କ ସମ୍ପର୍କରେ ଆସିଥିବା ସମସ୍ତଙ୍କୁ କରୋନା ପରୀକ୍ଷଣ କରିବାକୁ ସେ ଅନୁରୋଧ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking