25.1 C
Bhubaneswar
Wednesday, March 18, 2026
Homeଦେଶ ବିଦେଶଇସ୍ତଫା ଦେଲେ ଏକନାଥ ସିନ୍ଦେ

ଇସ୍ତଫା ଦେଲେ ଏକନାଥ ସିନ୍ଦେ

ନୂଆଦିଲ୍ଲୀ: ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ। ରାଜ୍ୟପାଳଙ୍କୁ ଭେଟି ଇସ୍ତଫାପତ୍ର ଦେଲେ ସିନ୍ଦେ। ମହାୟୁତିର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡିଲେ ଏକନାଥ ସିନ୍ଦେ । ଚତୁର୍ଦ୍ଦଶ ରାଜ୍ୟସଭାର କାର୍ଯ୍ୟକାଳ ଆଜି ଶେଷ ହୋଇଛି ଏବଂ ବର୍ତ୍ତମାନର ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। କିନ୍ତୁ ଶୀର୍ଷ ପଦବୀ କିଏ ପାଇବ ସେନେଇ ବିଜେପି ନେତୃତ୍ୱାଧୀନ ମିଳିତ ମଞ୍ଚ ଏପର୍ଯ୍ୟନ୍ତ ଚୂଡ଼ାନ୍ତ ଡାକରା ଦେଇନାହିଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking