୩ ରାଜ୍ୟସଭା ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ୱର : ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହେଲେ ଓଡିଶାର ୩ ରାଜ୍ୟସଭା ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ ନିର୍ବାଚିତ । ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଭରି ନଥିବାରୁ ୩ ଜଣ ନିର୍ବାଚିତ । ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସମୟ ସରିବାରୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚନି । ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ଅନେକ ବିଧାୟକଙ୍କ ଉପସ୍ଥିତିରେ ବିଜେଡିରୁ ଦୁଇ ଜଣଙ୍କ ନାମାଙ୍କନ ଭରି ଥିବାବେଳେ ୧୫ ତାରିଖରେ … Continue reading ୩ ରାଜ୍ୟସଭା ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ