29.1 C
Bhubaneswar
Wednesday, May 1, 2024
Homeଓଡିଶାସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ : ଜଳିଗଲା ୧୧ ବଖରା

ସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ : ଜଳିଗଲା ୧୧ ବଖରା

ଆନନ୍ଦପୁର : ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଫଳରେ ୧୧ ବଖରା ଜଳି ପାଉଁଶ ହୋଇଯାଇଛି । ହାଟଡିହି ବ୍ଲକ୍ ପନ୍ଦାଡୋ ଗାଁରେ ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି । ଏଥିରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଗୋଟିଏ ପରିବାର । ତେବେ ଅଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking