ଭୁବନେଶ୍ୱର : ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସିର ଖବର । ଆଉ ଗଣିବାକୁ ପଡ଼ିବନି ଅଧିକ ଟଙ୍କା । ପୂର୍ବବର୍ଷ ଭଳି ଅପରିବର୍ତ୍ତିତ ରହିଲା ବିଦ୍ୟୁତ ଦର । ୨୦୨୬-୨୭ ଆର୍ଥିକ ବର୍ଷରେ ଦର ବଢ଼ିବ ନାହିଁ । ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ସାମ୍ୱିଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।