28.1 C
Bhubaneswar
Saturday, September 28, 2024
Homeଓଡିଶାଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

କରଞ୍ଜିଆ : ଓଡିଶା ଏବଂ ଝାଡ଼ଖଣ୍ଡ ବଡ଼ରରେ ଥିବା କରଞ୍ଜିଆ ରେଞ୍ଜ ଅନ୍ତର୍ଗତ ବାଟେ ସାହିରେ ମାତିଲା ଗୋଠଛଡା ଦନ୍ତା । ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା । ଘଟଣାସ୍ଥଳରେବୃଦ୍ଧଙ୍କ ମୃତ୍ୟୁ ହୋଇଥିବାବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ସ୍ତ୍ରୀ । ସୂଚନା ଅନୁସାରେ ବିଳମ୍ବିତ ରାତିରେ ଘର ଭିତରେ ଶୋଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ ବୃଦ୍ଧ । ଅଳ୍ପକେ ବର୍ତ୍ତିଯାଇଛନ୍ତି ବୃଦ୍ଧଙ୍କ ସ୍ତ୍ରୀ । ଘଟଣା ସ୍ଥଳରେ ବନ ବିଭାଗର ତଦନ୍ତ ଆରମ୍ଭ ହୋଇଛି । ମୃତ ବୃଦ୍ଧ ଜଣକ ହେଉଛନ୍ତି ରୁଟିଆ ହେମ୍ୱ୍ରମ୍ । ତେବେ ଅନେକ ସମୟରେ ଦନ୍ତା ହାତୀ ଘରେ ପଶି ବ୍ୟାପକ କ୍ଷୟକ୍ଷତି କରିଥିବାର ସୂଚନା ମିଳିଛି । ଏନେଇ ବନ ବିଭାଗ ତଦନ୍ତ ଆରମ୍ଭ କରିଛନ୍ତି ।

ପୋଖରୀରେ ବୁଡି ନାବାଳକର ମୃତ୍ୟୁ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking