ହାତୀ ଆକ୍ରମଣରେ ଗୁରୁତର ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଭଞ୍ଜନଗର: ହାତୀ ଆକ୍ରମଣରେ ଗୁରୁତର ଆହତ ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ ମହାଗୁଡା ଗ୍ରାମର ବିଦ୍ୟାଧର ଗୌଡ ଓରଫ ଦଣ୍ଡୁ (୫୦) । ଅନ୍ୟପକ୍ଷରେ ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ସଂପୃକ୍ତ ବ୍ୟକ୍ତିଙ୍କ ପରିବାରକୁ ବନ ବିଭାଗ ପକ୍ଷରୁ ତୁରନ୍ତ ୬୦ ହଜାର ଟଙ୍କା କ୍ଷତିପୂରଣ ବାବଦକୁ ପ୍ରଦାନ କରାଯାଇଛି । ପରେ ସଂପୃକ୍ତ ପରିବାରକୁ ବଳକା ୫ ଲକ୍ଷ ୪୦ ହଜାର ଟଙ୍କା ପ୍ରଦାନ … Continue reading ହାତୀ ଆକ୍ରମଣରେ ଗୁରୁତର ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ