28.1 C
Bhubaneswar
Saturday, April 27, 2024
Homeଓଡିଶାହାତୀ ଆକ୍ରମଣରେ ଜଣେ ମୃତ

ହାତୀ ଆକ୍ରମଣରେ ଜଣେ ମୃତ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ବନାଞ୍ଚଳ କମାରଡିହି ଅଟୋମୁଣ୍ଡା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବନକର୍ମଚାରୀଙ୍କ ସହ ହାତୀ ଘଉଡାଇବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିବା ଜଣାପଡିଛି।
https://onakhabar.com/2020/01/19/burnt-house/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking