32.1 C
Bhubaneswar
Thursday, October 17, 2024
Homeଓଡିଶାହାତୀ ଘୋଡାଇବାକୁ ଯାଇ ବ୍ୟକ୍ତି ମୃତ

ହାତୀ ଘୋଡାଇବାକୁ ଯାଇ ବ୍ୟକ୍ତି ମୃତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଏଲିଫ୍ୟାଣ୍ଟ ସ୍କ୍ୱାର୍ଡ ହାତୀ ଉତ୍ପାତ ଅଭିଯୋଗ ପାଇବା ପରେ ହାତୀପଲଙ୍କୁ ଘଉଡ଼ାଇବାକୁ ଯାଇଥିଲେ । ଏକ ଦନ୍ତା ହାତୀ ଉତ୍ୟକ୍ତ ହୋଇ ଏଲିଫ୍ୟାଣ୍ଟ ସ୍କ୍ୱାର୍ଡ କର୍ମଚାରୀଙ୍କୁ ଗୋଡ଼ାଇଥିଲା। ଜୀବନ ଭୟରେ ଏଲିଫ୍ୟାଣ୍ଟ ସ୍କ୍ୱାର୍ଡ ସୁରକ୍ଷିତ ସ୍ଥାନକୁ ଦୌଡୁଥିବାବେଳେ ଦନ୍ତା ହାତୀ ହାବୁଡ଼ରେ ଜଣେ କର୍ମଚାରୀ ପଡ଼ିଯାଇଥିଲେ । ଫଳରେ ଦନ୍ତା ହାତୀଟି ତାଙ୍କୁ ଟେକି ନେଇ କଚାଡ଼ି ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ସୂଚନା । ମୃତକ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଗୋବିନ୍ଦପୁର ଗ୍ରାମର ବସନ୍ତ ମହାନ୍ତ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking