ରୋଜଗାର ମେଳା: ୧୮୧ ଜଣଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର : ଆମ ଦେଶକୁ ବିଶ୍ବର ଏକ ନମ୍ବର ଅର୍ଥନୀତିର ରାଷ୍ଟ୍ରରେ ପରିଣତ କରିବାକୁ ହେଲେ ଯୁବଶକ୍ତିଙ୍କୁ ବିଲକ୍ଷଣ ପ୍ରତିଭାର ଅଧିକାରୀ ହେବାକୁ ପଡ଼ିବ। ଏଥିପାଇଁ ସଫ୍ଟୱେୟାର ଭଳି ଦୁଇଟି କୋଡିଂକୁ ନିଜ ମନ ଭିତରେ ରଖିବା ପାଇଁ ପଡ଼ିବ। ତାହା ହେଲା ‘ମୁଁ ଯାହା କରୁଛି, ସମାଜ, ଦେଶ ଏବଂ ମାନବତା ପାଇଁ କରୁଛି’ ଏବଂ ଅନ୍ୟଟି ହେଲା ‘ଆମକୁ ଖୋଲା ମନରେ ନିଷ୍ପତ୍ତି ନେବାକୁ ହେବ’। ଏହି ଦୁଇଟି ମନୋଭାବ ରଖିଲେ ହିଁ ଆଗାମୀ … Continue reading ରୋଜଗାର ମେଳା: ୧୮୧ ଜଣଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ରମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed