28.7 C
Bhubaneswar
Friday, April 10, 2026
Homeଦେଶ ବିଦେଶଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର: ଦୁଇ ଯବାନ ସହିଦ

ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର: ଦୁଇ ଯବାନ ସହିଦ

ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀରରେ ପୁଣି ଏନ କାଉଣ୍ଟର। ପୃଥକ ଏନକାଉଣ୍ଟରରେ ଦୁଇ ସେନା ଯବାନ ସହିଦ ହୋଇଥିବାବେଳେ ଦୁଇ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି।

ଜମ୍ମୁ କାଶ୍ମୀରର କଠଓ୍ବାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କୀ ଟଳି ପଡିଛନ୍ତି। ସେହିପରି କିସ୍ତଓ୍ବାଡରେ ଆଉ ଏକ ଏନକାଉଣ୍ଟରରେ ଦୁଇ ସେନା ଯବାନ ସହିଦ ହୋଇଥିବା ବେଳେ ଅନ୍ୟ ଦୁଇ ଯବାନ ଆହତ ହୋଇଛନ୍ତି। କିସ୍ତଓ୍ବାଡରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ବେ​‌ଳେ ଗୁଳିବିନିମୟ ହୋଇଛି।

ଏହି ସମୟରେ ଆତଙ୍କବାଦୀଙ୍କ ଗୁଳିରେ ୪ ଯବାନ ଆହତ ହୋଇଥିଲେ। ପରେ ଆହତ ଯବାନଙ୍କ ମଧ୍ୟରୁ ଦୁଇ ଜଣ ଯବାନ ସହିଦ ହୋଇଥିବା ଜଣାପଡିଛି। ଏନକାଉଣ୍ଟର ପରେ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ରାସ୍ତାରେ ଯା ଆସ କରୁଥିବା ଗାଡି ମୋଟର ଗୁଡିକୁ ତନ୍ନ ତନ୍ନ କରି ଯାଞ୍ଚ କରୁଛନ୍ତି ସୁରକ୍ଷା କର୍ମୀ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking