ଭୁବନେଶ୍ୱର: ପୁଣି ନିଶା ମାଫିଆ ଶେଖ ଜାମସେଦକୁ ଏନକାଉଣ୍ଟର । ଗୁରୁତର ଅବସ୍ଥାରେ ଏମ୍ସରେ ଅପରାଧୀକୁ ଭର୍ତ୍ତି କରାଯାଇଛି । ସ୍ପେଶାଲ କ୍ରାଇମ୍ ୟୁନିଟ୍ ଅଫିସର ଅନୁପ କାନୁନଗୋ ଏହି ଏନକାଉଣ୍ଟର କରିଥିବା ବେଳେ ଅପରାଧି ଗୋଡ଼ରେ ଦୁଇଟି ଗୁଳି ବାଜିଛି । ଶେଖ ଜାମସେଦ ନିକଟରୁ ୨୦ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ଗୋଟିଏ ମାଉଜର ଜବତ କରାଯାଇଛି ।